6 କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ। 7 ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;