17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ। 18 ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।
Publicidade