Publicidade

Tiago 4

7 ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ। 8 ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।

Veja também

Publicidade
Tiago
Ver todos os capítulos de Tiago
Bíblia Online Bíblia Online

Bíblia Online • Versão: 2026-06-22_10-02-25-