Pular para o conteúdo
Publicidade

ଯାକୁବ 4:8-10

8 ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର। 9 ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ। 10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.