11 ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।