12 ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ।