Pular para o conteúdo
Publicidade

ତୀତସ 2:7,8

7 ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର, 8 ଯେପରି ବିପକ୍ଷ ଲୋକ2:8 ବିପକ୍ଷ ଲୋକ ଅଥାତ୍ ସୁସମାଚାର ବିରୋଧୀମାନେ ଅଟନ୍ତି, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

Tito
Ver todos os capítulos de Tito