Pular para o conteúdo
Publicidade

ତୀତସ 3:1,2

ସମସ୍ତ ସତ୍କର୍ମ ନିମନ୍ତେ ପ୍ରସ୍ତୁତି

1 ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ, 2 କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

Tito
Ver todos os capítulos de Tito