Pular para o conteúdo
Publicidade

ତୀତସ 3:4-7

4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା, 5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; 6 ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ, 7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

Tito
Ver todos os capítulos de Tito