4 ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।
Publicidade