1 ମୁଇ ପାଉଲ୍ ଆରି ଆମର୍ ସଙ୍ଗର୍ ବିସ୍ବାସି ସସ୍ତିନା ଜୁଆର୍ ଜାନାଇଲୁନି । ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ପେରିତ୍ ଅଇବାକେ ମକେ ବାଚିଆଚେ ।
2 ୧:୨ ପେରିତ୍ ୧୮:୧ କରନ୍ତିୟ ନଅରେ ରଇବା ପର୍ମେସରର୍ ମଣ୍ଡ୍ଲିର୍ ଲକ୍ମନ୍କେ ଲେକ୍ଲୁନି । ପର୍ମେସର୍ ତମ୍କେ ଜିସୁକିରିସ୍ଟ ସଙ୍ଗ୍ ମିସାଇ, ତାର୍ ନିଜର୍ ଲକ୍ କଲାଆଚେ । ଆରି ମାପ୍ରୁ ଜିସୁକିରିସ୍ଟକେ ଉପାସନା କର୍ବା, ସବୁ ଜାଗାଇ ରଇବା ଲକର୍ ସଙ୍ଗ୍ ତମ୍କେ ସୁକଲ୍ ଅଇବାକେ ବାଚିଆଚେ । ସେ ଆମର୍ ମାପ୍ରୁ ଆରି ତାକର୍ ମିସା ।
3 ଆମର୍ ବାବା ପର୍ମେସର୍ ଆରି ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।