26 ଏ ବାଇବଇନିମନ୍, ପର୍ମେସର୍ ତମ୍କେ ବାଚ୍ଲା ବେଲେ ତମେ କେନ୍ତାର୍ ରଇଲାସ୍ ବାବିଦେକା । ଜଗତର୍ ବିଦି ଇସାବେ ବେସିଲକ୍ ଗିଆନି ନ ରଇଲାସ୍ । ବେସିଲକ୍ ନେତା ନ ରଇଲାସ୍ ଆରି ବଡ୍ ଗରେ ଜନମ୍ ନ ଅଇରଇଲାସ୍ । 27 ପର୍ମେସର୍ ଗିଆନି ଲକ୍ମନ୍କେ ଲାଜ୍ କରାଇବାକେ ଜଗତର୍ ଦୁର୍ବଲ୍ ଲକ୍ମନ୍କେ ବାଚ୍ଲା, ଜେନ୍ତିକି ଜଗତେ ଗିଆନି ରଇବା ଲକ୍ମନ୍ ଆରି ବପୁ ରଇବା ଲକ୍ମନ୍ ଲାଜ୍ ଅଇଜିବାଇ ।
Publicidade
୧ମ କରନ୍ତିୟ 1
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.