28 ତେବର୍ ପାଇ, ପର୍ମେସର୍ ଏ ଜଗତର୍ କାଇ ଲଡାକେ ନ ଆସେ ବଲି କଇବା ଲକ୍ମନ୍କେ, ଆରି ସବୁବେଲେ ତଲେ ରଇ ଲକ୍ମନ୍ ଗିନ୍ କର୍ତେରଇବା ଲକ୍କେ ବାଚ୍ଲାଆଚେ । 29 ଜେନ୍ତାର୍ କି ଜଗତ୍ ବିତ୍ରେ ଜନ୍ ଲକ୍ମନ୍ ବଡ୍ ବଲି ନାମାଇ ଅଇବାଇ, ସେମନ୍ କାଇ ଲଡାକେ ନ ଆସତ୍ ଆରି ପର୍ମେସରର୍ ମୁଆଟେ କେ ମିସା ବଡ୍ପନ୍ ଅଇ ନ କଅତ୍ ।
Publicidade
୧ମ କରନ୍ତିୟ 1
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.