11 ମାତର୍ ଆମେ ବିସ୍ବାସିମନର୍ପାଇ ମାଇଜି ନଇତେ ମୁନୁସ୍ ରଇ ନାପାରେ କି ମୁନୁସ୍ ନଇତେ ମାଇଜି ରଇ ନାପାରେ । 12 ମାଇଜି ମୁନୁସର୍ ଗାଗ୍ଡେ ଅନି ଜାତ୍ ଅଇଲେମିସା, ମୁନୁସ୍ ମିସା ମାଇଜି ଜନମ୍ ଦେଲାକେ ଜାତ୍ ଅଇଆଚେ । ମାତର୍ ସବୁ ବିସଇ ପର୍ମେସର୍ ଟାନେଅନି ଜାତ୍ ଅଇଆଚେ ।
Publicidade
୧ମ କରନ୍ତିୟ 11
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.