ମାପ୍ରୁର୍ ବଜି
17 ଆରି ଗଟେକ୍ ବିସଇ ମୁଇ କଇବାର୍ ଆଚେ । ତମେ ଉପାସନା କର୍ବାକେ ରୁଣ୍ଡ୍ଲାବେଲେ ଗଟେକ୍ କର୍ବା ବିସଇ ମର୍ ମନ୍କେ ଜାଏନାଇ । କାଇକେବଇଲେ ତମେ ରୁଣ୍ଡ୍ଲାର୍ ଲାଗି ତମର୍ ବିସ୍ବାସ୍ ଡାଟ୍ ଅଏନାଇ, ମାତର୍ ଦୁର୍ବଲ୍ ପାରା ଅଇଗାଲାନି । 18 ମୁଇ ସୁନିଆଚି ଜେ, ତମେ ଉପାସନା କର୍ବାକେ ରୁଣ୍ଡ୍ଲାବେଲେ ବାଗ୍ ବାଗ୍ ଅଇକରି ଗଟେକ୍ ବାଟର୍ ଲକ୍ ଆରି ଗଟେକ୍ ବାଟର୍ ଲକ୍କେ ବିରଦ୍ କଲାସ୍ନି ଆରି ଏଟା ସତ୍ ବଲି ମୁଇ ଜାନି ।