23 କାଇକେବଇଲେ ମାପ୍ରୁର୍ ସିକିଆ ପାଇଲି ଆଚି, ସେଟାସେ ମୁଇ ତମ୍କେ ସିକାଇଆଚି । ଜନ୍ ରାତି ଆମର୍ ମାପ୍ରୁ ଜିସୁ ବିସ୍ବାସେ ବିସ୍ ଦେଲାପାରା ଅଇଲା, ସେ ରୁଟିନେଇ, ପର୍ମେସର୍କେ ଦନିଅବାଦ୍ ଦେଲା । 24 ଏଟା ତମର୍ ପାଇ ବଲିଅଇରଇବା ମର୍ ଗାଗଡ୍, ମକେ ଏତାଇବାକେ ଏନ୍ତାର୍ କରା । 25 ସେନ୍ତାରିସେ କାଇଲା ପଚେ, ସେ ମୁତା ଦାରିକରି କଇଲା "ଏ ମୁତା ପର୍ମେସରର୍ ନୁଆ ରାଜିନାମା, ଜନ୍ଟା କି ମର୍ ନିଜର୍ ବନି ଦେଲାକେ, ଟିକ୍ ଅଇଲା ।"
26 ଆମର୍ ମାପ୍ରୁ ଜିସୁ ବାଅଡ୍ବାଜାକ, ଜେତ୍କିତର୍ ରୁଟି କାଇସା କି ଏ ମୁତାଇ ଅନି ଡୁକ୍ସା, ତମେ ମାପ୍ରୁର୍ ମରନ୍ ବିସଇର୍ କବର୍ ଜାନାଇସା ।