13 କାଇକେବଇଲେ ଆମେ ସବୁ ଜିଉଦି ଅଇଲେ କି ଜିଉଦି ନ ଅଇଲେ ମିସା, ଗତିଦାଙ୍ଗ୍ଡା ଅଇଲେ କି ନିଜର୍ ଇସାବେ ଚଲାଚଲ୍ତି କଲେ ମିସା ପର୍ମେସରର୍ ସେ ସମାନ୍ ଗଟେକ୍ ଆତ୍ମାର୍ ଲାଗି, ଗଟେକ୍ ଗାଗଡ୍ ଅଇବାକେ ଡୁବନ୍ ନେଇଆଚୁ । ଆରି ଏ ସମାନ୍ ସୁକଲ୍ ଆତ୍ମା ପାଇଆଚୁ ।
Publicidade
Publicidade