28 ୧୨:୨୮ ଏପିସିୟ ୪:୧୧କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।
Publicidade
୧ମ କରନ୍ତିୟ 12
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.