4 ୧୨:୪ ରମିୟ ୧୨:୬-୮ ସୁକଲ୍ ଆତ୍ମାର୍ ଦାନ୍ ବିନ୍ ବିନ୍ ରକାମ୍, ମାତର୍ ଜନ୍ ଆତ୍ମା ସେଟାମନ୍ ଦେଇସି ସେ ଗଟେକ୍ ସେ । 7 ମାତର୍ ସବୁ ଲକର୍ ମଙ୍ଗଲ୍ ପୁରାପୁରୁନ୍ ଅଇବାକେ ବିନ୍ ବିନ୍ ଲକର୍ ବିତ୍ରେ ସୁକଲ୍ ଆତ୍ମାର୍ ବପୁ ବିନ୍ ବିନ୍ ଇସାବେ ଜାନାପଡ୍ସି ।
ଗଟେକ୍ ଗାଗଡ୍ ମାତର୍ ବେସି ଆତ୍ଗଡ୍
12 ୧୨:୧୨ ରମିୟ ୧୨:୪,୫ ଜେନ୍ତିକି ବିନ୍ ବିନ୍ ବାଗ୍ ମିସିକରି ରଇଲେ ମିସା ଗାଗଡ୍ ଗଟେକ୍ସେ, ସେନ୍ତାରିସେ କିରିସ୍ଟ ଗଟେକ୍ ଗାଗଡ୍ ପାରା । ଜନ୍ତେଇ କି ବିନ୍ ବାଗ୍ ମିସିଆଚତ୍ ।
22 କାଇକେବଇଲେ ଜନ୍ ଗାଗଡର୍ ବାଗ୍ ବିନ୍ଟାମନର୍ ତେଇଅନି ଦୁର୍ବଲ୍ ଆଚେ ବଲି ଆମେ ବାବ୍ଲୁନି, ସେଟାମନ୍ସେ ଆମ୍କେ ବେସି ଲଡାକେ ଆଇସି ।