3 କାଇକେବଇଲେ ଜନ୍ ସିକିଆ ମୁଇ ପାଇରଇଲି, ତେଇଅନି ଏ ବଡ୍ ସିକିଆ ତମ୍କେ ସିକାଇ ରଇଲି । ସାସ୍ତର୍ ଇସାବେ କିରିସ୍ଟ ଆମର୍ ପାପ୍ କେମା ଅଇବାକେ ମରିଗାଲା । 4 ୧୫:୪ ମାତିଉ ୧୨:୪୦; ପେରିତ୍ ୨:୨୪-୩୨ତାକେ ତପିରଇଲାଇଜେ, ସାସ୍ତର୍ ଇସାବେ ତିନ୍ଦିନ୍ ନ ଅଇତେ ତାକେ ପର୍ମେସର୍ ଜିବନ୍ କରି ଉଟାଇଲା ।
Publicidade