51 ୧୫:୫୧ ୧ମ ତେସଲନିକିୟ ୪:୧୫-୧୭ ସୁନା, ମୁଇ ତମ୍କେ ଗଟେକ୍ ଆଗ୍ତୁ ନ ଜାନାଇରଇବା ବିସଇ କଇବି । ଆମେ ସବୁଲକ୍ ନ ମରୁ, ମାତର୍ ଆମର୍ ଗାଗଡ୍ ସବୁ ବାଦ୍ଲି ଜାଇସି । 52 ଗଟେକ୍ ଲକ୍ ଆଁକି ମିଟ୍କା ମାର୍ଲା ବିତ୍ରେ ସେଟା ଗଟ୍ସି । ସାରାସାରିର୍ ମଇରି ବାଜ୍ଲା ବେଲେ ମଲା ଲକ୍ମନ୍ ଜିବନ୍ ଅଇ ଉଟ୍ବାଇ । ସେମନ୍ ଆରି କେବେ ମିସା ନ ମରତ୍ ଆରି ଆମେ ସବୁ ବଦ୍ଲି ଜିବୁ ।
Publicidade