11 ମୁନୁସ୍ କର୍ବା ଚିନ୍ତା ସବୁ ତାର୍ ବିତ୍ରେ ରଇବା ଆତ୍ମାକେ ଚାଡ୍ଲେ ଆରି କେ ମିସା ନାଜାନତ୍ । ସେନ୍ତିସେ ପର୍ମେସରର୍ ସବୁ ଚିନ୍ତା କଲାଟା ତାର୍ ଆତ୍ମାକେ ଚାଡିଦେଲେ ଆରି କେ ମିସା ନାଜାନତ୍ । 12 ଏ ଜଗତର୍ ଲକ୍ମନ୍ ପାଇରଇବା ଆତ୍ମା ପାରା ଆମେ ପାଉନାଇ । ମାତର୍ ପର୍ମେସରର୍ ଆତ୍ମା ପାଇଆଚୁ । ଜେନ୍ତାରିକି ଜନ୍ ସବୁ ବିସଇ ଆମ୍କେ ସେ ଦେଲାଆଚେ, ସେଟା ସବୁ ଆମେ ଜାନ୍ବୁ ।
13 ତେବେ ସେ ସବୁ ବିସଇ ମିସା ଆମେ ଜଗତର୍ ଗିଆନ୍ ଇସାବେ ସିକାଉନାଇ, ମାତର୍ ଜନ୍ ବିସଇ ଆମ୍କେ ପର୍ମେସରର୍ ସୁକଲ୍ ଆତ୍ମା ସିକାଇଲା ଆଚେ, ସେ ବିସଇ ଆକା ସିକାଇଲୁନି । ଜନ୍ ଲକ୍ମନ୍ ସୁକଲ୍ ଆତ୍ମା ପାଇଆଚତ୍, ସେ ଲକ୍ମନ୍କେ ଏ ଆତ୍ମାର୍ ବିସଇ ସିକାଇଲୁନି ।