5 ସେଟାର୍ପାଇଁ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
Publicidade
୧ମ କରନ୍ତିୟ 4
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.