ବେବିଚାରେ ଅନି ବାଉଡା
12 ୬:୧୨ ୧ମ କରନ୍ତିୟ ୧୦:୨୩ ତମର୍ ବିତ୍ରେ କେତେଲକ୍ କଇବାଇ, "ମୁଇ ଜନ୍ଟା ମନ୍ କଲିନି, ସେଟା କର୍ବି" । ମୁଇ କଇବି, "ଉଁ, ସେଟା ସତ୍, ମାତର୍ ସବୁ ବିସଇ ମର୍ ପାଇ ନିକ ନଏଁ ।" କେତେଲକ୍ କଇବାଇ ସବୁ କର୍ବାକେ ମର୍ ଅଦିକାର୍ ଆଚେ, । ମାତର୍ ମୁଇ କଇବି, ଜନ୍ ବିସଇ ମିସା ମକେ ଦାରି ରକିରଇବାକେ ମୁଇ ନ ଦେଇ, । 13 କେତେଲକ୍ କଇବାଇ, ପେଟ୍ ଜଦି କାଦି କାଇବାକେ ମନ୍ କଲାନି ବଇଲେ କାଦି କାଇବାଟା ନିକ, । ମାତର୍ ମୁଇ କଇଲିନି, ପର୍ମେସର୍ ଗଟେକ୍ ଦିନ୍ ଏ ଦୁଇଟାକେ ମିସା କୁରୁପ୍ନାସ୍ କର୍ସି । ଗାଗଡ୍ ବେବିଚାର୍ କାମ୍ କର୍ବାକେ ନାଇ, ମାତର୍ ମାପ୍ରୁର୍ ସେବା କର୍ବାକେ ଲାଗ । ଗାଗଡ୍କେ ଦର୍କାର୍ ଅଇବାଟା ମାପ୍ରୁ ଜାଗାଇସି ।