18 ବେବିଚାର୍ କାମେଅନି ଦୁରିକେ ରୁଆ । ଲକ୍ମନ୍ କାଇ ବିନ୍ ପାପ୍ କଲେ ମିସା, ସେଟା ତାର୍ ଗାଗଡର୍ ବିରୁଦେ ନଏଁ । ମାତର୍ ଜେ ବେବିଚାର୍ କାମ୍ କର୍ସି, ସେ ନିଜର୍ ଗାଗଡ୍ ବିରୁଦେ ପାପ୍ କର୍ସି । 20 କାଇକେବଇଲେ ପର୍ମେସର୍ ତମ୍କେ ଜବର୍ ଦାମ୍ ଦେଇକରି ଗେନିଆଚେ, ସେଟାର୍ ପାଇ ତମର୍ ଗାଗ୍ଡର୍ କାମ୍ ସଙ୍ଗ୍ ପର୍ମେସରର୍ ମଇମା କରା ।
Publicidade