19 ମନେ ରଅ, ତମର୍ ଗାଗଡ୍ ସୁକଲ୍ ଆତ୍ମା ରଇବା ମନ୍ଦିର୍, ଜନ୍ ଆତ୍ମା ତମର୍ ବିତ୍ରେ ବାସା ଅଇଲାଆଚେ, ସେଟା ପର୍ମେସରର୍ ଟାନେଅନି ମିଲାଇ ଆଚାସ୍ । ତମେ ନିଜେ, ନିଜର୍ ନୁଆସ୍ ମାତର୍ ପର୍ମେସରର୍ । 20 କାଇକେବଇଲେ ପର୍ମେସର୍ ତମ୍କେ ଜବର୍ ଦାମ୍ ଦେଇକରି ଗେନିଆଚେ, ସେଟାର୍ ପାଇ ତମର୍ ଗାଗ୍ଡର୍ କାମ୍ ସଙ୍ଗ୍ ପର୍ମେସରର୍ ମଇମା କରା ।
Publicidade
Publicidade