2 ମନେ ରଅ, ପର୍ମେସରର୍ ଲକ୍ମନ୍ ଜଗତର୍ ଲକ୍ମନର୍ ବିଚାର୍ କର୍ବାଇ । ସେନ୍ତାର୍ଆଲେ, ଏ ଗଟେକ୍ ସାନ୍ ବିସଇ ବିଚାର୍ କରିନାପାରାସ୍ କି ? 3 ଏଦେ ସୁନା ! ଦିନେକ୍ ଆମେ ସରଗର୍ ଦୁତ୍ମନ୍କେ ବିଚାର୍ କର୍ବୁ । ତେବେ ଏ ଜିବନେ ଆଇବା ସାନ୍ ସାନ୍ ବିସଇ ବିଚାର୍ କର୍ବାକେ ଅଦିକ୍ ସଅଜ୍ ନଏଁ କି ?
Publicidade
Publicidade