9 ମନେରଅ ଜନ୍ ଲକ୍ମନ୍ ପାପେରଇକରି ବଁଚ୍ବାଇ ସେମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ । ନିଜେ ନାଡାଇ ଉଆନାଇ । ଜନ୍ ଲକ୍ମନ୍ ନିୟମ୍ ବିରୁଦେ ଚଲାଚଲ୍ତି କଲାଇନି କି ମୁର୍ତି ପୁଜା କଲାଇନି କି ବେବିଚାର୍ କାମ୍ କଲାଇନି କି ମନସ୍ ମନସ୍ ବିତ୍ରେ ଆରି ମାଇଜି ମାଇଜି ବିତ୍ରେ ଅଇବା କାରାପ୍ କାମ୍ କଲାଇନି, ବେସିଆ କାମ୍ କଲାଇନି, 10 ଚର୍ନା ଅଇଲାନି, କି ଦନ୍ ଲବ୍ରା ଅଇଲାନି, ମାତୁଆଲ୍ କି ନିନ୍ଦା କର୍ବାଲକ୍ ଅଇଲାନି କି ଅଲ୍ଗା ଲକର୍ ଜିନିସ୍ ଚରାଇବା ଲକ୍ ଅଇଲାନି, ଏମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ ।
Publicidade
Publicidade