3 ଗଟେକ୍ ମନସ୍ ବିବା ଅଇଲାର୍ ଲାଗି, ତାର୍ ମାଇଜିକେ କରିରଇବା ସବୁ ଦାଇତ୍ କର୍ବାର୍ ଆଚେ । ସେନ୍ତାରିସେ ମାଇଜି ମିସା ତାର୍ ମୁନୁସ୍କେ କର୍ବାର୍ ଆଚେ । 4 ମାଇଜିକେ ତାର୍ ନିଜର୍ ଗାଗଡର୍ ଅଦିକାର୍ ନାଇ, ମାତର୍ ମୁନୁସର୍ ଆଚେ । ସେନ୍ତାରିସେ ମୁନୁସ୍କେ ତାର୍ ନିଜର୍ ଗାଗଡର୍ ଅଦିକାର୍ ନାଇ, ମାତର୍ ମାଇଜିର୍ ଆଚେ ।
Publicidade
୧ମ କରନ୍ତିୟ 7
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.