10 କାଇକେ ବଇଲେ, ତମେ ଗଟେକ୍ ବୁଦି ରଇଲା ଲକ୍ । ପୁଜ୍ଲାଟା କାଇଲେ କାଇଟା ନଏଁ ବଲି ଜାନାସ୍ । ଜଦି ମନ୍ ବିତ୍ରେ ବିସ୍ବାସେ ଡାଟ୍ ନଇଲା ତମର୍ ଗଟେକ୍ ବାଇ, ସେ ତମ୍କେ ମନ୍ଦିରେ କାଇବାଟା ଦେକ୍ଲେ, ତାକେ ମିସା ପୁଜ୍ଲାଟା କାଇବାକେ ମନ୍ ଲାଗ୍ସି । 11 ତେବେ ସେ ବାଇ ନସ୍ଟ ଅଇଲାନି, କାଇକେବଇଲେ ପୁଜ୍ଲାଟା କାଇଲାକେ ପାପ୍ କଲିନି ବଲି ସେ ବାବ୍ସି । କିରିସ୍ଟ ସେ ବାଇର୍ପାଇ ମଲାଆଚେ ବଲି ମିସା ତମର୍ ମନେ ରଇବାର୍ ଆଚେ । 12 ଏନ୍ତାରି ତମେ ସଙ୍ଗର୍ ବିସ୍ବାସି ବାଇମନର୍ ବିରୁଦେ ପାପ୍ କଲାସ୍ନି ଆରି ତାକର୍ ବୁଜ୍ବା ବପୁ ଉନାଟାକେ, ବାଦା ଦେଇ ମାପ୍ରୁ ଜିସୁର୍ ବିରୁଦେ ମିସା ପାପ୍ କଲାସ୍ନି । 13 ତେବେ ମୁଇ ପୁଜ୍ଲା ମାଉଁସ୍ କାଇଲାର୍ ଲାଗି ମର୍ ବାଇବଇନିମନ୍କେ ପାପ୍ କରାଇଲିନି ବଇଲେ, ମୁଇ କେବେ ମିସା ସେଟା ନ କାଇ । କାଇକେବଇଲେ ସେଟାର୍ଲାଗି ମର୍ ବାଇବଇନିମନ୍ ପାପେ ନ ପଡତ୍ ।
Publicidade