8 ଆମେ କେବେମିସା ପାପ୍ କରୁନାଇ ବଲି କଇଲେ, ଆମେ ନିଜେସେ ନାଡାଇଅଇଲୁନି । ଆରି ସତ୍ ବିସଇ ଆମେ ନାଜାନ୍ଲୁନି । 9 ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି ।
Publicidade
Publicidade