22 ତେବେ କେ ମିଚ୍ କଇଲାଇନି ? ଜିସୁକେ ମସିଅ ନଏଁ ବଲି ଜେ କଇଲାନି, ସେ ଆକା ସବୁର୍ଟାନେଅନି ବଡ୍ ମିଚୁଆ । ସେନ୍ତାରି ଲକ୍ମନ୍ କିରିସ୍ଟର୍ ବିରଦି ଲକ୍ମନ୍ । ସେମନ୍ ଉଜେ ବାବା ପର୍ମେସର୍କେ ଆରି ତାର୍ ପଅ ଜିସୁ କିରିସ୍ଟକେ ନାମତ୍ନାଇ । 23 ଜେ ଜଦି ପର୍ମେସରର୍ ପଅକେ ନାମେ ନାଇ, ସେ ବାବା ପର୍ମେସର୍କେ ମିସା ନାମେ ନାଇ, ଜେ ପର୍ମେସରର୍ ପଅକେ ନାମ୍ସି, ସେ ବାବା ପର୍ମେସର୍କେ ମିସା ନାମ୍ସି ।
Publicidade
Publicidade