ପର୍ମେସରର୍ ପିଲାଟକିମନ୍
1 ୩:୧ ଜଅନ୍ ୧:୧୨ ଅଲପ୍ ବାବିଦେକାପନି, ବାବା ପର୍ମେସର୍ ଆମ୍କେ କେଡେକ୍ ଆଲାଦ୍ କଲାନି । ତାର୍ ଏତେକ୍ ଆଲାଦର୍ ଲାଗି ଆମେ ତାର୍ ପିଲାଜିଲା ବଲାଇ ଅଇଲୁନି । ଆରି ସତଇସେ ଆମେ ତାର୍ ଅଇଆଚୁ ବଲି ଏ ଜଗତର୍ ଲକ୍ ବୁଜତ୍ନାଇ । କାଇକେବଇଲେ ଆମର୍ ବାବା ପର୍ମେସର୍କେ ସେମନ୍ ନାଜାନତ୍ ।