11 ଏ ମର୍ ଆଲାଦର୍ ମଇତର୍ମନ୍, ଜେନ୍ତିକି ପର୍ମେସର୍ ଆମ୍କେ ଏତେକ୍ ଆଲାଦ୍ କଲାର୍ପାଇ, ଆମେମିସା ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ସେନ୍ତାରି ଆଲାଦ୍ କର୍ବାର୍ ଆଚେ । 12 ୪:୧୨ ଜଅନ୍ ୧:୧୮କେ ମିସା ପର୍ମେସର୍କେ ଦେକତ୍ ନାଇତା । ମାତର୍ ଆମେ ଜଦି ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କଲେ, ପର୍ମେସର୍ ଆମର୍ ସଙ୍ଗ୍ ମିସିଆଚେ । ସେ ଆମର୍ଟାନେ ତାର୍ ଆଲାଦ୍ ସିଦ୍ କର୍ସି ।
20 ଜଦି କେ ମିସା ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇସି, ମାତର୍ ନିଜର୍ ବିସ୍ବାସି ବାଇବଇନିକେ ଗିନ୍ କର୍ସି, ସେନ୍ତାର୍ଆଲେ ସେ ମିଚ୍ କଇଲାନି । କାଇକେବଇଲେ ଦୁଇଟା ଆଁକିତେଇ ଡିସ୍ବା ବାଇବଇନିମନ୍କେ ଆଲାଦ୍ ନ କର୍ବା ଗଟେକ୍ ଲକ୍, ନ ଡିସ୍ବା ପର୍ମେସର୍କେ ଆଲାଦ୍ କରିନାପାରେ । 21 ଆରି ସେ ଆମ୍କେ ଏ ଆଦେସ୍ ଦେଇ ତିଆର୍ଲାଆଚେ, ଜେ ପର୍ମେସର୍କେ ଆଲାଦ୍ କର୍ସି, ତାର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ମିସା ଆଲାଦ୍ କର୍ବାର୍ ଆଚେ ।