9 ପର୍ମେସର୍ ଏନ୍ତାରି ଆମର୍ପାଇଁ ତାର୍ ଆଲାଦ୍ ଦେକାଇଲା । ସେ ଗଟେକ୍ ବଲି ତାର୍ ପିଲାକେ ଏ ଜଗତେ ପାଟାଇଲା । ଜେନ୍ତାରିକି ତାର୍ଲାଗି ଆମେ ନ ସାର୍ବା ଜିବନ୍ ପାଇବୁ । 10 ଏନ୍ତାରି ନଏଁଜେ, ଆମେ ପର୍ମେସର୍କେ ଆଲାଦ୍ କଲୁ, ମାତର୍ ସେ ଆମ୍କେ ଆଲାଦ୍ କଲା । ଆରି କୁରୁସ୍କାଟେ ମଲାର୍ପାଇ ଆମର୍ ଡଣ୍ଡ୍ ପାଇବାକେ ତାର୍ ପଅକେ ପାଟାଇଲା । ଏଟା ଅଇଲାନି ସତ୍ସଙ୍ଗ୍ ଆଲାଦ୍ କର୍ବାଟା ।
19 ଆମେ ତାକେ ଆଲାଦ୍ କର୍ବା ଆଗ୍ତୁ ପର୍ମେସର୍ ଆମ୍କେ ଆଲାଦ୍ କଲା । ସେଟାର୍ପାଇଁ ଆମେ ତାକେ ଆଲାଦ୍ କଲୁନି ।