11 ୫:୧୧ ଜଅନ୍ ୩:୩୬ସେ ସାକିଅ ଏଟା ସେ । ପର୍ମେସର୍ ଆମ୍କେ ନ ସାର୍ବା ଜିବନ୍ ଦେଲାଆଚେ । ଏ ଜିବନ୍ ଆମେ ତାର୍ ପଅର୍ଲାଗି ମିଲାଇଆଚୁ । 12 ତାର୍ ପଅସଙ୍ଗ୍ ଜେ ମିସା ମିସିରଇବାଇ, ସେମନ୍ ଏ ନ ସାର୍ବା ଜିବନ୍ ପାଇବାଇ । ଆରି ଜେ ତାର୍ ପଅର୍ସଙ୍ଗ୍ ମିସେନାଇ ସେ ଏ ଜିବନ୍ ମିସା ପାଏନାଇ ।