14 ପର୍ମେସର୍କେ ପାର୍ତନା କର୍ବାବେଲେ ଆମେ ଡରିକରି ରଉନାଇ । କାଇକେବଇଲେ ତାର୍ ମନ୍ କଲା ଇସାବେ ଆମେ କାଇଟା ମାଙ୍ଗ୍ଲେ ମିସା ସେ ଆମ୍କେ ଦେଇସି । 15 ଜେଡେବେଲେ ଆମେ ତାକେ ମାଙ୍ଗ୍ଲେ, ସେ ଆମର୍ କାତା ସୁନ୍ସି । ଆମେ ତାକେ ପାର୍ତନାଇ ଜାଇଟା ମାଙ୍ଗ୍ଲେ ସେଟା ଆମ୍କେ ଦେଇସି ।
Publicidade
Publicidade