20 ଆମେ ଏଟା ମିସା ଜାନିଆଚୁ ଜେ, ତାର୍ ପଅ ଏ ଜଗତେ ଆଇଲା ଆରି ଆମ୍କେ ସତ୍ ପର୍ମେସର୍କେ ଜାନାଇଲା । ଏ ସତ୍ ପର୍ମେସରର୍ ସଙ୍ଗ୍ ଆମେ ମିସିକରିଆଚୁ । କାଇକେବଇଲେ ତାର୍ ପଅ ଜିସୁକିରିସ୍ଟର୍ ସଙ୍ଗ୍ ଆମେ ମିସିଆଚୁ । ସେ ସେ ସତ୍ ପର୍ମେସର୍ ଆରି ସେ ସେ ଲକ୍ମନ୍କେ ନ ସାର୍ବା ଜିବନ୍ ଦେଇସି ।
Publicidade
୧ ମ ଜଅନ୍ 5
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.