ସୁକଲ୍ ଅଇକରି ଜିଉନା କାଉନା କର୍ବାଟା
13 ସେଟାର୍ପାଇଁ ତମେ ନିଜର୍ ନିଜର୍ ମନେ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ଜାଗିରୁଆ । ଆରି ଜିସୁ କିରିସ୍ଟ ବାଉଡି ଆଇବା ବେଲାଇ ସେ ଜନ୍ ଆସିର୍ବାଦ୍ ତମ୍କେ ଦେଇସି, ସେଟା ମିଲ୍ସି ବଲି ପୁରାପୁରୁନ୍ ଆସା ଉଆ ।