ସୁକଲ୍ ଅଇକରି ଜିଉନା କାଉନା କର୍ବାଟା
13 ସେଟାର୍ପାଇଁ ତମେ ନିଜର୍ ନିଜର୍ ମନେ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ଜାଗିରୁଆ । ଆରି ଜିସୁ କିରିସ୍ଟ ବାଉଡି ଆଇବା ବେଲାଇ ସେ ଜନ୍ ଆସିର୍ବାଦ୍ ତମ୍କେ ଦେଇସି, ସେଟା ମିଲ୍ସି ବଲି ପୁରାପୁରୁନ୍ ଆସା ଉଆ । 14 ପର୍ମେସରର୍ ଆଦେସ୍ ମାନିକରି ରୁଆ । ତାର୍ ସତ୍ ସିକିଆ ଜାନ୍ବା ଆଗ୍ତୁ ତମେ କେନ୍ତାରି ନିଜେ ମନ୍ କଲାଟା ପୁରାପୁରୁନ୍ କର୍ତେରଇଲାସ୍, ସେନ୍ତାରି ଆରି କରାନାଇ । 15 ମାତର୍ ତମ୍କେ ଡାକ୍ଲା ମାପ୍ରୁ ଜେନ୍ତାର୍ ସୁକଲ୍ ଆଚେ, ସେନ୍ତାରିସେ ତମେମନ୍ ମିସା ତମର୍ ସବୁ ବିସଇଟାନେ ସୁକଲ୍ ଉଆ । 16 ତେବେ ସାସ୍ତରେ ଲେକା ଆଚେ, ପର୍ମେସର୍ କଇଲାଆଚେ, ମୁଇ ଜେନ୍ତାରି ସୁକଲ୍, ତମେ ମିସା ସେନ୍ତାରି ସୁକଲ୍ ଉଆ ।