18 ତମର୍ ଆନିଦାଦିମନର୍ ଟାନେଅନି ଲଡାକେ ନ ଆଇବା ରିତିନିତିଅନି ସେ କାଇ ମୁଲିଅ ଦେଇକରି ତମ୍କେ ମୁକ୍ଲାଇଆଚେ, ସେଟା ତମେ ଜାନିଆଚାସ୍ । ତମ୍କେ ମୁକ୍ଲାଇବାକେ ସେ ନସି ଜିବା ସୁନା କି ରୁପାର୍ ମୁଲିଅ ଦେଏ ନାଇ । 19 ମାତର୍ ବେସି ମୁଲିଅ ରଇବା ଜିସୁକିରିସ୍ଟର୍ ବନି, ଜନ୍ଟା ସେ ତାର୍ ମରନେ ରକଇଦେଲା । କାଇ ଦସ୍ କି କାଇ ଅବାବ୍ ନ ରଇବା ମେଣ୍ଡାପିଲା ପାରା ବଲିଅଇଲା ।
Publicidade
Publicidade