9 ମାତର୍ ତମେ, ବାଚି ଅଇରଇବା ପର୍ମେସରର୍ କୁଟୁମ୍ । ଆରି ଆମର୍ ରାଜାର୍ ପୁଜାରି ଦଲ୍ । ପର୍ମେସରର୍ ଚକିତ୍ ଅଇଜିବା କାମ୍ ଜାନାଇବାକେ ସେ ବାଚିରଇବା ତାର୍ ନିଜର୍ ଲକ୍ ଅଇଆଚାସ୍ । ଆନ୍ଦାର୍ ବିତ୍ରେ ଅନି ତାର୍ କାବା ଅଇଜିବା ଉଜଲେ ଜିବାକେ ସେ ତମ୍କେ ଡାକି ଆଚେ । 10 ଆଗେ ତମେ ତାର୍ ନିଜର୍ ଲକ୍ ନ ରଇଲାସ୍ । ମାତର୍ ଏବେ ତାର୍ ନିଜର୍ ଲକ୍ ଅଇଆଚାସ୍ । ଆଗେ ତାର୍ ଦୟା ପାଇ ନ ରଇଲାସ୍, ମାତର୍ ଏବେ ପାଇଆଚାସ୍ ।
Publicidade
Publicidade