3 ୩:୩ ୧ମ ତିମତି ୨:୯ବିନ୍ ମାଇଜିମନ୍ ଜେନ୍ତାରିକି, ପିନ୍ଦାଅଡା ଅଇକରି, ସୁନାବାନା ପିନ୍ଦିକରି, ଚେଣ୍ଡି ସାଜାଡିକରି, ନିଜେ ସୁନ୍ଦର୍ ଅଇବାଇ, ତମେ ସେନ୍ତାରି ଉଆନାଇ । 4 ମାତର୍ ମନ୍ବିତ୍ରେ ସୁଆଲେ ରଇକରି ଆତ୍ମାଇ ସୁସାରେ ରଇବା ଗଟେକ୍ ମାଇଜି ପର୍ମେସର୍ ଦେକ୍ବା ଇସାବେ ସୁନ୍ଦର୍ । ସେନ୍ତାରି ସୁନ୍ଦର୍ ରଇବାଟା ବେସି ମୁଲିଅ ଆରି ସବୁଦିନର୍ପାଇ ରଇସି ।
Publicidade
୧ ମ ପିତର୍ 3
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.