8 ଜାଗର୍ତା ଅଇକରି ଜାଗିରୁଆ, କାଇକେବଇଲେ ଆମର୍ ସତ୍ରୁ ସଇତାନ୍ କାକେ ମିସା ଗିଲ୍ବି ବଲି ଅଡ୍ରି ବୁଲ୍ଲାନି । 9 ବିସ୍ବାସେ ଡାଟ୍ ରଇକରି ତାକେ ବିରଦ୍ କରା । ଗୁଲାଇ ଦୁନିଆଇ ରଇବା ତମର୍ ବିସ୍ବାସି ବାଇବଇନିମନ୍, ଏନ୍ତାରି ଦୁକ୍ କସ୍ଟ ପାଇ ମୁରଚ୍ଲାଇନି ବଲି ତମେ ଜାନିଆଚାସ୍ ।
Publicidade
Publicidade