16 ଏଲେମିସା ଏଟାର୍ପାଇ ମକେ କିରିସ୍ଟ ଦୟା ଦେକାଇଲା । ସେ ମକେ କେମା କଲାକେ କେତେକ୍ ମୁର୍ଚିକରି ଆଚେ ବଲି ଦେକାଇବାକେ ସେ ମନ୍ କଲା । ବିନ୍ ଲକର୍ଟାନେଅନି ମୁଇ ଅଦିକ୍ ପାପ୍ କଲିଆଚି । ଏଟା ଏନ୍ତାରି ଅଇଲା । ଜେନ୍ତିକି ଦିନେକ୍ ଜେତ୍କି ଲକ୍ସବୁ ତାକେ ବିସ୍ବାସ୍ କରି ସବୁଦିନର୍ପାଇ ମୁକ୍ତି ପାଇବାଇ ସେମନର୍ପାଇ ମୁଇ ଗଟେକ୍ ସାକି ଇସାବେ ରଇବି ।
Publicidade
Publicidade