15 କାଇକେବଇଲେ ଜଦି ମର୍ ଆଇବାଟା ଅଲ୍ସମ୍ ଅଇଲେ ମିସା, ପର୍ମେସରର୍ କୁଟୁମ୍ ଇସାବେ ମଣ୍ଡଲିଟାନେ ତମେ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ କେନ୍ତାରି ମିସିକରି ରଇବାର୍ଆଚେ, ସେ ବିସଇ ତମେ ଜାନ୍ସା । ଏ ମଣ୍ଡଲି ପର୍ମେସରର୍, ଜେକି ସତଇସେ ବଁଚିଆଚେ । ସେ କୁନାଦି ଆରି ମୁଲ୍ ଡେଲି ପାରା ଅଇ ସତ୍ ବିସଇକେ ଡାଟ୍ କରାଇଲାନି ।
Publicidade
Publicidade