11 ଆରି ତମ୍କେ ପୁର୍ବେ ଦିଆଅଇରଇବା ଆଦେସ୍ ଇସାବେ ତମେ ସାନ୍ତିସଙ୍ଗ୍ ରଇକରି ନିଜର୍ ନିଜର୍ କାମେ ଲାଗିରୁଆ, ପାଇଟି କାବାଡ୍ କରି ରୁଆ । ଏଟାର୍ପାଇ ଆମେ ତମ୍କେ ବାବୁଜିଆ କଲୁନି । 12 ଏନ୍ତାରି କଲେ ବିସ୍ବାସ୍ ନ କର୍ବା ଲକ୍ମନ୍ ମିସା ତମ୍କେ ନାମ୍ବାଇ । ଆରି କାଇଟା ମିସା ଅବାବ୍ ନ ଅଏ । ତମ୍କେ ଦର୍କାର୍ ରଇବା ବିସଇପାଇ ବିନ୍ଲକ୍କେ ଆସା କର୍ବାକେ ନ ପଡେ ।
Publicidade
୧ମ ତେସଲନିକିୟ 4
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.