ମାପ୍ରୁ ଆରିତରେକ୍ ଆଇବାଟା
13 ଏ ବାଇବଇନିମନ୍, ଆସା ନ କର୍ବା ବିନ୍ ଲକ୍ମନର୍ ପାରା ଦୁକ୍ ଚିନ୍ତା ଅଇ ରୁଆନାଇ । ଏଟାର୍ପାଇ ତମେ ମରିଜାଇରଇବା ଲକ୍ମନର୍ ବିସଇ ଜାନିରୁଆ । 14 କାଇକେବଇଲେ ଜିସୁ ମରିକରି ଆରିତରେକ୍ ଉଟିଆଚେ ବଲିକରି ଆମେ ବିସ୍ବାସ୍ କଲୁନି । ତେବେ ଆମେ ଡାଟ୍ ସଙ୍ଗ୍ ଜାନି ଆଚୁ କି, ଜନ୍ ଲକ୍ମନ୍ ଜିସୁକେ ବିସ୍ବାସ୍ କରି ମରିଆଚତ୍, ସେ ଆରିତରେକ୍ ଆଇଲେ ପର୍ମେସର୍ ତାର୍ ସଙ୍ଗ୍ ସେମନ୍କେ ଦାରିଜାଇସି ।