16 କାଇକେବଇଲେ ମାପ୍ରୁ ନିଜେ ଆଦେସ୍ ଦେଇ, ମୁକିଆ ଦୁତର୍ ସର୍ ଆରି ପର୍ମେସରର୍ ବାଜାମଇରି ସଙ୍ଗ୍ ସର୍ଗେ ଅନି ଉତର୍ସି । ଜିସୁକିରିସ୍ଟକେ ବିସ୍ବାସ୍କରି ଜନ୍ଲକ୍ମନ୍ ମରିଆଚତ୍ ସେମନ୍ ତେଇ ପର୍ତମେ ଉଟ୍ବାଇ । 17 ତାର୍ପଚେ ଆମେ ଜେତ୍କି ଲକ୍ ଜିବନ୍ ରଇବୁ, ସେବେଲେ ମେଗ୍ମାଲାଇଅନି ସେମନର୍ସଙ୍ଗ୍ ଉତ୍ରିକରି ସବୁବେଲେ ମାପ୍ରୁର୍ ସଙ୍ଗ୍ ସରଗ୍ପୁରେ ରଇବୁ ।
Publicidade
Publicidade