3 ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । ସେ ଆମର୍ ଦୟାକାରିଆ ବାବା ଆରି ଜାର୍ ଟାନେଅନି କି ଆମ୍କେ ସବୁ ବିସଇର୍ ସାଇଜ ଆଇସି । 4 ସେ ଆମ୍କେ ସବୁ ଦୁକ୍ କସ୍ଟ ଆଇଲେ ସାଇଜ କର୍ସି । ସେନ୍ତାରିସେ ବିନ୍ ବିନ୍ ରକାମର୍ କସ୍ଟ ପାଇତେରଇବା ଲକ୍ମନ୍କେ ଆମେ ଜେନ୍ତି ଦୁକ୍ ସାରାଇବୁ । ପର୍ମେସର୍ ଟାନେଅନି ଜନ୍ ସାଇଜ ଆମେ ପାଇଲୁଆଚୁ, ସେ ସାଇଜର୍ ଲାଗି, ଆମେ ମିସା ବିନ୍ ଲକ୍କେ ସାଇଜ କର୍ବୁ ।
Publicidade
Publicidade